Tag: Rajaswa Bhawan

BBSR to Get 9-Storey Revenue Bhawan: ଭୁବନେଶ୍ୱରରେ ନିର୍ମାଣ ହେବ ବହୁତଳବିଶିଷ୍ଟ ରାଜସ୍ୱ ଭବନ; ଖର୍ଚ୍ଚ ହେବ ପ୍ରାୟ ୩୪୮ କୋଟି ଟଙ୍କା 

ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଏକ ବହୁତଳ ବିଶିଷ୍ଟ ଅତ୍ୟାଧୁନିକ ରାଜସ୍ୱ ଭବନ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକଳ୍ପ ପାଇଁ ପ୍ରାୟ ୩୪୭.୮୬ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ବେଳେ ଏହା…