Tag: Rajya Sabha by-election

Rajya Sabha Bye Election: ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ କଲେ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ କଲେ ଦେବାଶିଷ ସାମନ୍ତରାୟ। ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଦେବାଶିଷ। ମୁଖ୍ୟମନ୍ତ୍ରୀ ଓ ଦଳର ବରିଷ୍ଠ ବିଜେପି ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି ଦେବାଶିଷ ସାମନ୍ତରାୟ ।