Tag: Rajya Sabha. Election

ନାମାଙ୍କନ ଦାଖଲ କଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ

ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ବିଧାନସଭାରେ ନାମାଙ୍କନ ଦାଖଲ କରିଛନ୍ତି। ମମତା ମହାନ୍ତ କୁଡୁମୀ ସମାଜର ବରିଷ୍ଠ ନେତ୍ରୀ। କାଲି ମମତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି ।…