Tag: Rajya Sabha

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲ ପୁନର୍ଗଠିତ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଆଜି ଉପାଧ୍ୟକ୍ଷ ପ୍ୟାନେଲ ପୁନର୍ଗଠନ କରିଛନ୍ତି । ପ୍ୟାନେଲରେ ଥିବା ସଦସ୍ୟମାନେ ହେଲେ ଡ଼. ମେଧା ବିଶ୍ରାମ କୁଲକର୍ଣ୍ଣୀ, ଡ଼. ଭଗୱତ କରଦ, ବିବେକ କେ. ତନଖା, ଅଯୋଧ୍ୟା ରାମୀ ରେଡ୍ଡୀ ଆଲା ଓ ଶୁଭାଶିଷ…

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ପାଇଲେ ସୁଜିତ କୁମାର ଓ ସୋନାଲ ମାନସିଂହ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ଙ୍କ ଦ୍ଵାରା ଆଜି ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ପୁନର୍ଗଠନ କରାଯାଇଛି। ପ୍ୟାନେଲରେ ବିଜେଡିର ସୁଜିତ କୁମାର ଓ ମନୋନୀତ ସଦସ୍ୟ ସୋନାଲ ମାନସିଂହ ସ୍ଥାନ ପାଇଛନ୍ତି । ଏହି ୮ ଜଣିଆ ଉପାଧ୍ୟକ୍ଷ ପ୍ୟାନେଲରେ ପୂର୍ବ ଭଳି…

କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା

ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ରାଜ୍ୟସଭାରେ ଗୃହର ନେତା କରାଯାଇଛି । ଚଳିତ ବର୍ଷ ଲୋକ ସଭା ନିର୍ବାଚନେି ବିଜୟୀ ହୋଇଥିବା ଏମପିମାନେ ସୋମବାର ୧୮ତମ ଲୋକ ସଭାର ପ୍ରଥମ ସଂସଦ ଅଧିବେଶନରେ…

ଲୋକସଭାରେ ଶୂନ; ରାଜ୍ୟସଭାରେ ନାହିଁ ଶାଣିତ ସ୍ୱର

ଦଳ ଗଠନ ହେବା ଦିନଠୁ ବିଜେଡି ଶାସକ ଦଳରେ ରହି ଆସିଥିବା ବେଳେ ଏବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁଛି। ଆଜିଠୁ ୧୮ତମ ଲୋକସଭା ଅଧିବେସନ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଥର ପାଇଁ ସିଟ ଖାଲି ପଡିଥିବା ଦେଖିବାକୁ…

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାରୁ ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ପ୍ରାର୍ଥୀପତ୍ର ଦାଖଲ ବେଳେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ଅନେକ ବିଧାୟକ ତଥା ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ରହିଥିଲେ। ଅଶ୍ୱିନୀଙ୍କୁ ବିଜେପି ରାଜ୍ୟସଭା…

ରାଜ୍ୟ ହିତରେ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ: ନବୀନ ପଟ୍ଟନାୟକ

ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ ବିଜୁ ଜନତା ଦଳ ସଭାପତି ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ ଜଣାଇଛନ୍ତି । ରାଜ୍ୟର ରେଳ ତଥା ଦୂରସଂଚାର କ୍ଷେତ୍ରରେ ସର୍ବାଙ୍ଗୀନ ଉନ୍ନତି ଓ…

ଅଶ୍ବିନୀ ବୈଷ୍ଣବ ହେଲେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ

ନିର୍ଭୟର ଆକଳନ ସତ୍ୟ ହେଲା । ସମସ୍ତ କଳ୍ପନା ଜଳ୍ପନା ର ଅନ୍ତ ଘଟିଲା । କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ହେଲେ ଓଡ଼ିଶାରୁ ବିଜେପି ର ରାଜ୍ୟ ସଭା ପ୍ରାର୍ଥୀ । ଯଦିଓ ଓଡ଼ିଶାରେ ବିଜେପିର ସଂଖ୍ୟା ନାହିଁ,…

ଓଡ଼ିଶାରୁ ତୃତୀୟ ରାଜ୍ୟ ସଭା ଆସନର ପ୍ରାର୍ଥୀ ହେବେ ଅଶ୍ବିନୀ ବୈଷ୍ଣବ!

ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହେବେ । ପୂର୍ବରୁ ବିଜୁ ଜନତା ଦଳ ପକ୍ଷରୁ ଦୁଇଟି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରି ସାରିଥିବା ବେଳେ ତୃତୀୟ…

ରାଜ୍ୟସଭା ନିର୍ବାଚନ: ଦେବାଶିଷ ଓ ଶୁଭାଶିଷଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ପାଇଁ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ନାମାଙ୍କନ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନାମାଙ୍କନ କଲେ ଦୁଇ ନେତା। ନାମାଙ୍କନ ଦାଖଲ କରିବା ସମୟରେ ଉପସ୍ଥିତ ଥିଲେ ବିଜେଡିର ବରିଷ୍ଠ ନେତା ଓ ମନ୍ତ୍ରୀ।ବିଧାନସଭାର ରିଟର୍ଣ୍ଣିଂ ଅଫିସରଙ୍କ…