Tag: Rakhi purnima

Raksha Bandhan Special: ରାକ୍ଷୀ ପୂର୍ଣ୍ଣିମାରେ ଉପହାର: ‘ଆମ ବସ୍‌’ରେ ଆଜି ମାଗଣା ଯାତ୍ରା କରିବେ ମହିଳା

ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳା ଯାତ୍ରୀମାନଙ୍କ ପାଇଁ ଖୁସି ଖବର। ଆଜି ‘ଆମ ବସ୍‌’ରେ ମହିଳାମାନେ ସମ୍ପୂର୍ଣ୍ଣ ମାଗଣାରେ ଯାତ୍ରା କରିପାରିବେ। CRUT ପକ୍ଷରୁ ମହିଳାଙ୍କ ପାଇଁ ଆଜି ‘ଜିରୋ ଟିକେଟ୍’ ବ୍ୟବସ୍ଥା କରାଯାଇଛି। ଓଡ଼ିଶାର ୭ଟି ପ୍ରମୁଖ…

Today Raksha Purnima: ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା

ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ସାରା ରାଜ୍ୟରେ ଆଜି ରାକ୍ଷୀ ପୂର୍ଣ୍ଣିମା ପାଳିତ ହେଉଛି। ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜ ସ୍ନେହ ଓ ଭଲପାଇବା ପ୍ରକାଶ କରୁଥିବା ବେଳେ, ଭାଇ ଜୀବନସାରା ଭଉଣୀର ସୁରକ୍ଷା କରିବାକୁ ପ୍ରତିଜ୍ଞା…

Subhadra Yojana 5th Instalment: ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା

ଆସନ୍ତା ଅଗଷ୍ଟ ୨୮ ତାରିଖ, ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏହି କିସ୍ତିରେ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ଯୋଗ୍ୟ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ…

ନବୀନ ନିବାସରେ ପାଳନ କରାଗଲା ରକ୍ଷା ବନ୍ଧନ; ନବୀନଙ୍କ ହାତରେ ବାନ୍ଧିଲେ କୁନି କୁନି ଝିଅମାନେ ରାକ୍ଷୀ

ଛୋଟ ଛୋଟ ସ୍କୁଲ ପିଲା ନବୀନଙ୍କ ହାତରେ ବାନ୍ଧିଲେ ରାକ୍ଷୀ ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ୫୦୦ ରୁ ଅଧିକ ଭଉଣୀମାନେ 

ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଏହି ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ରାକ୍ଷୀପୂର୍ଣ୍ଣିମା ଅବସରରେ ମହିଳାଙ୍କ ସୁରକ୍ଷା ପାଇଁ ସଂକଳ୍ପ ନେବାକୁ ବାର୍ତ୍ତା ଦେଲେ ରାଷ୍ଟ୍ରପତି

ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ରକ୍ଷାବନ୍ଧନର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ପବିତ୍ର ରାକ୍ଷୀ ପୁର୍ଣ୍ଣିମା । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ…