Tag: Ramachandra Hansdah

Ramachandra Hansdah Joins Congress: କଂଗ୍ରେସରେ ଯୋଗ ଦେଲେ ମୟୂରଭଞ୍ଜର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା

ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ମହା ମିଶ୍ରଣ ପର୍ବରେ ମୟୂରଭଞ୍ଜର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା ଏବଂ ତାଙ୍କର ଶତାଧିକ ସମର୍ଥକ ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ଯୋଗଦାନ କରିଛନ୍ତି। ଓପିସିସି ସଭାପତି ଭକ୍ତ ଚରଣ ଦାସ ଏବଂ ଓଡ଼ିଶା…