ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରମାକାନ୍ତ ରଥଙ୍କ ହେଲା ଶେଷକୃତ୍ୟ
ପଞ୍ଚଭୂତରେ ଲୀନ ହେଲେ ରମାକାନ୍ତ ରଥ । ପୁରୀ ସ୍ଵର୍ଗଦ୍ଵାରରେ ସମ୍ପନ୍ନ ହେଲା ଶେଷକୃତ୍ୟ। ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରମାକାନ୍ତଙ୍କୁ ମୁଖାଗ୍ନି ଦେଲେ ପୁଅ ପିନାକୀ ରଥ । ଏହି ସମୟରେ ବହୁ ବିଶିଷ୍ଟ ବ୍ୟକ୍ତି…