Tag: Ramgarh

Jharkhand Road Accident: ଝାଡ଼ଖଣ୍ଡରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୩ ମୃତ, ୨ ଲକ୍ଷ ସହାୟତା ଘୋଷଣା

ଝାଡ଼ଖଣ୍ଡର ରାମଗଡ଼ ଜିଲ୍ଲାରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଝାଡ଼ଖଣ୍ଡର ରାମଗଡ଼ ଜିଲ୍ଲା ଅନ୍ତର୍ଗତ ରାଞ୍ଚି-ପାଟନା ମୁଖ୍ୟ ରାସ୍ତାର ପେଙ୍କି ନିକଟରେ ଏହି…