ରାଜ୍ୟ ଜୁନାଗଡ଼ ଗଣଦୁଷ୍କର୍ମ ମାମଲା : ୬ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ November 20, 2024 Sitaram Senapati ବହୁ ଚର୍ଚ୍ଚିତ ଜୁନାଗଡ଼ ଗଣଦୁଷ୍କର୍ମ ମାମଲାରେ ଆଜି ଧର୍ମଗଡ଼ ଏଡିଜେ ୬ଜଣ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଦେଇଛନ୍ତି |ପୂର୍ବରୁ ଏନେଇ ପୋଲିସ ୮ଜଣ କୁଅଟକରଖିତଦନ୍ତକରୁଥିଲା ପରେ ସେଥିମଧ୍ୟରୁ ୭ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଧର୍ମଗଡ଼ ଜେଲ ପଠାଯାଇଥିଲା ।…
ତାଜା ଖବର ରାଜ୍ୟ ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ ଯୋଗାଣ ସହାୟକ November 11, 2024 Papirani ବିଧବା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୋଗାଣ ସହାୟକଙ୍କୁ ଛତିଶଗଡ଼ରୁ ଗିରଫ। ଗିରଫ ଅଭିଯୁକ୍ତ ହେଲେ ବଲାଙ୍ଗିର ଆଗଲପୁର ବ୍ଲକ ବୁଦୁଲା ପଞ୍ଚଯାତର ଯୋଗାଣ ସହାୟକ ଗିରିଶଚନ୍ଦ୍ର ସାହୁ । ଦୁଷ୍କର୍ମ ଓ ନିର୍ଯାତନା ମାମଲାରେ ଗିରଫ କଲା ଆଗଲପୁର ପୋଲିସ ।…
ତାଜା ଖବର ରାଜ୍ୟ ଦୁଇ ମହିଳାଙ୍କୁ ଅସଦାଚରଣ ଘଟଣାରେ ଏସିବିରୁ ବହିଷ୍କୃତ ହେଲେ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ August 24, 2024 Papirani ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଦୁଇ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ବହିଷ୍କୃତ । କଲେଜ କାଉନସିଲ ବୈଠକରେ ନିଷ୍ପତ୍ତି ପରେ ବହିଷ୍କୃତ ହୋଇଥିବା ସୂଚନା । ୩ ଜଣିଆ ତଦନ୍ତ କମିଟିର ରିପୋର୍ଟ ପରେ…