ତାଜା ଖବର ରାଜ୍ୟ ରାସନ୍ କାର୍ଡରେ ରାଜ୍ୟରେ ୧ ଲକ୍ଷ ୭୭ ହଜାର ୬୮ ଜଣ ମୃତ ହିତାଧିକାରୀ ଚିହ୍ନଟ November 27, 2024 Papi Jena ଆଜି ଗୃହରେ ବିଧାୟକ ମାନସ କୁମାର ଦତ୍ତ ରାସନ୍ କାର୍ଡ ସମ୍ପର୍କିତ ପ୍ରଶ୍ନ ପଚାରିଛନ୍ତି । ତାଙ୍କର ପ୍ରଶ୍ନ ଇ-କେୱାଇସି ପ୍ରକ୍ରିୟାରୁ କେତେ ଭୂତ ରାସନ କାର୍ଡ ମିଳିଛି ଏବଂ ଉକ୍ତ ପ୍ରକ୍ରିୟା କେତେ ଦିନ ଆଉ ଚାଲିବ ଓ ଅଦ୍ୟାବଧୂ…