ତାଜା ଖବର ରାଜନୀତି ରାଜ୍ୟ Raseshwari Panigrahi Passes Away: ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ଵରୀ ପାଣିଗ୍ରାହୀଙ୍କ ପରଲୋକ February 16, 2026 Papirani ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ। ୭୯ ବର୍ଷ ବୟସରେ ସମ୍ବଲପୁର ସ୍ଥିତ ନିଜ ବାସଭବନରେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ଆଜି ରାତି ୮ଟା ୫୦ ମିନିଟରେ ତାଙ୍କର ଦେହାନ୍ତ ଘଟିଛି। ପାଣିଗ୍ରାହୀ…