ତାଜା ଖବର ରାଜ୍ୟ Akshaya Tritiya 2026: ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣ ଶୁଭାରମ୍ଭ ପାଇଁ ଆସିଲା ଆଜ୍ଞାମାଳ April 20, 2026 Nirvay ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପରମ୍ପରା ଅନୁଯାୟୀ ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଏହି ପବିତ୍ର କାର୍ଯ୍ୟର ଶୁଭାରମ୍ଭ ପାଇଁ ଶ୍ରୀମନ୍ଦିରୁ ଆଜ୍ଞାମାଳ ବିଜେ କରିଛି । ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
ରାଜ୍ୟ Ratha Katha Anukula Performed: ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେଲା ରଥକାଠ January 23, 2026 Nirvay ଆଜି ପବିତ୍ର ଶ୍ରୀପଞ୍ଚମୀରେ ରଥ କାଠ ଅନୁକୂଳ ହୋଇଛି । ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ଅବସରରେ ଚଳିତ ବର୍ଷ ୨୦୨୬ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଅନୁସାରେ, ଶ୍ରୀମନ୍ଦିର…
ରାଜ୍ୟ ସମ୍ପନ୍ନ ହେଲା ଘୋଷଯାତ୍ରା; ଶ୍ରୀମନ୍ଦିରକୁ ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତ୍ତି July 9, 2025 Nirvay ସମ୍ପନ୍ନ ହେଲା ଚଳିତ ବର୍ଷର ଘୋଷଯାତ୍ରା । ଜନ୍ମବେଦୀରୁ ରତ୍ନବେଦୀକୁ ଫେରିଲେ ଚତୁର୍ଦ୍ଧାମୂର୍ତ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ା ବିଜେ କରିଛନ୍ତି ।…
ରାଜ୍ୟ ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ July 8, 2025 Papirani ରଥ ଉପରକୁ ମୋବାଇଲ୍ ନେଇଥିବା ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ । ସିଂହଦ୍ବାର ପୋଲିସ ଷ୍ଟେସନ ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ ହୋଇଥିବା ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେ କହିଛନ୍ତି ରଥଯାତ୍ରା ପୂର୍ବରୁ ଏହି କଟକଣା…
ରାଜ୍ୟ ଶେଷ ହେଲା ବାହୁଡ଼ା ଯାତ୍ରା; ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲେ ୩ ରଥ July 5, 2025 Nirvay ପବିତ୍ର ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି । ରାତି ପ୍ରାୟ ସାଢ଼େ ୯ଟା ସୁଦ୍ଧା ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଆଡ଼ପ…
ରାଜ୍ୟ ଆଜି ବାହୁଡା ଯାତ୍ରା, ସରିଲା ପହଣ୍ଡି, ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି July 5, 2025 Nirvay ଆଜି ପବିତ୍ର ବାହୁଡ଼ା ଯାତ୍ରାରେ ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ । ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ…
ରାଜ୍ୟ ପୁରୀରେ ପରିଶ୍ରା ପାଇଁ ୫୦ ଟଙ୍କା, ଶୌଚ ପାଇଁ ୮୦ ଟଙ୍କା July 2, 2025 Nirvay ପୁରୀ ରଥଯାତ୍ରା ସମୟରେ ‘ସ୍ୱଚ୍ଛ ଓଡ଼ିଶା, ବିକଶିତ ଓଡ଼ିଶା’ ଅଭିଯାନରେ ଶ୍ରଦ୍ଧାଳୁ ଏବଂ ଭକ୍ତଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଉଠା ଶୌଚାଳୟ କରିଛନ୍ତି ରାଜ୍ୟ ସରକାର । ପୁରୀରେ ଉଠା ଟଏଲେଟ ପକେଇ ସେଥିରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫୋଟୋ…
ରାଜ୍ୟ ପୁରୀ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା July 1, 2025 Nirvay ଆଜି ପୁରୀ ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସେବାୟତମାନଙ୍କ ସହ ଏକ ସ୍ୱତନ୍ତ୍ର ବୈଠକରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୂଚାରୁ ରୂପେ ନିର୍ବାହ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇ…
ରାଜ୍ୟ ପୁରୀରେ ସୁରକ୍ଷା ସମୀକ୍ଷା ବୈଠକର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା July 1, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଗସ୍ତ କରି ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ କାର୍ଯ୍ୟକ୍ରମ – ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ଭଳି ତିନିଟି ବଡ଼ ପର୍ବ ଗୁଡ଼ିକର ଆୟୋଜନକୁ ସୁବ୍ୟବସ୍ଥିତ…
ରାଜନୀତି ରାଜ୍ୟ ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ June 30, 2025 Nirvay ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…