ତାଜା ଖବର ରାଜ୍ୟ Ratha Jatra 2026: ରଥଯାତ୍ରାର ସଫଳ ସମାପନ ପାଇଁ ସମସ୍ତ ଭକ୍ତମାନଙ୍କୁ ଧନ୍ୟବାଦ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 29, 2026 Papirani ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ସହ ଜଡିତ ଓଡିଶାର ସବୁଠାରୁ ବଡ ଏବଂ ମହତ୍ତ୍ୱପୂର୍ଣ୍ଣ ପର୍ବ ରଥଯାତ୍ରାର ସଫଳ ସମାପନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ ଜଗନ୍ନାଥ ପ୍ରେମୀ, ସେବାୟତ, ସରକାରୀ ଅଧିକାରୀ, ସ୍ଵେଚ୍ଛାସେବୀ ଅନୁଷ୍ଠାନ…
ତାଜା ଖବର ରାଜ୍ୟ Ratha Jatra 2026: ରଥଯାତ୍ରାର ସଫଳ ଆୟୋଜନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ଆଇନ ମନ୍ତ୍ରୀ July 28, 2026 Papirani ଚଳିତ ବର୍ଷ ପବିତ୍ର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହିତ ସମାପ୍ତ ହୋଇଛି । ରଥଯାତ୍ରାର ସଫଳ ଆୟୋଜନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହିତ…
ତାଜା ଖବର ରାଜ୍ୟ Ratha Jatra 2026: ଆଜି ରଥରେ ମହାପ୍ରଭୁଙ୍କ ସୁନାବେଶ; ମହଣ ମହଣ ସୁନା ପିନ୍ଧି ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି July 25, 2026 Nirvay ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ବିଭିନ୍ନ ବେଶ ମଧ୍ୟରୁ ସୁନାବେଶ ଅତ୍ୟନ୍ତ ଦୁର୍ଲଭ ଓ ଆକର୍ଷଣୀୟ । ଆଜି ପବିତ୍ର ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବାକୁ ଯାଉଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ବା ରାଜାଧିରାଜ ବେଶ ।…
ତାଜା ଖବର ରାଜ୍ୟ Bahuda Jatra 2026: ଆରମ୍ଭ ହେଲା ରଥ ଟଣା July 24, 2026 Papirani ଆରମ୍ଭ ହୋଇଛି ବାହୁଡ଼ା ଯାତ୍ରା । ଶରଧା ବାଲିରେ ଗଡ଼ିଛି ତିନି ରଥ । ଶ୍ରୀମନ୍ଦିର ଅଭିମୁଖେ ଯାଉଛନ୍ତି ୩ ରଥ ତାଳଧ୍ବଜ, ଦର୍ପଦଳନ ଓ ନନ୍ଦିଘୋଷ । ବଡ଼ଭାଇ, ଭଉଣୀଙ୍କ ପଛେ ପଛେ ଯାଉଛନ୍ତି କାଳିଆ ସାଆନ୍ତେ । ଭକ୍ତିମୟ…
ତାଜା ଖବର ରାଜ୍ୟ No Sandhya Darshan at Puri Gundicha Temple After 6 PM Today Ahead of Bahuda Jatra July 23, 2026 Nirvay In view of the preparations for Mahaprabhu Shri Jagannatha’s sacred Bahuda Jatra and the large number of rituals to be performed, public entry through the Singhadwara of Shri Gundicha Temple…
ତାଜା ଖବର ରାଜ୍ୟ Bahuda Jatra 2026: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ July 22, 2026 Papirani ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ।ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ବାହୁଡ଼ାଯାତ୍ରାକୁ ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏ ନେଇ…
ତାଜା ଖବର ରାଜ୍ୟ Ratha Jatra: ତାଳଧ୍ବଜ ରଥ ହେଲା ଦକ୍ଷିଣ ମୋଡ଼ July 22, 2026 Papirani ଶରଧାବାଲିରେ ତାଳଧ୍ବଜ ରଥ ହେଲା ଦକ୍ଷିଣ ମୋଡ଼ । ତାଳଧ୍ବଜ ପରେ ନନ୍ଦିଘୋଷ ରଥ ହେଲା ଦକ୍ଷିଣ ମୋଡ଼ । ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରହଣି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶ୍ରୀଜଗନ୍ନାଥ ମନ୍ଦିରକୁ ଫେରିବା…
ତାଜା ଖବର ରାଜ୍ୟ Ratha Jatra Stampede: ରଥଯାତ୍ରାରେ ମୃତ୍ୟୁ ଘଟଣା, ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ July 20, 2026 Papirani ରଥଯାତ୍ରା ସମୟରେ ବଡ଼ଦାଣ୍ଡ ସ୍ଥିତି ମରିଚିକୋଟ ଛକଠାରେ ଦଳାଚକଟାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ଆର୍ଥିକ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ CMRFରୁ ସହାୟତା ରାଶି ଘୋଷଣା କଲେ…
ତାଜା ଖବର ରାଜ୍ୟ Ratha Jatra Stampede: ରଥଯାତ୍ରା ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣା; ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ July 20, 2026 Papirani ସରକାର ଓ ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି ସତ୍ତ୍ୱେ ରଥଯାତ୍ରାରେ ବଡ଼ ଅଘଟଣ ଘଟିଛି । ବଡ଼ଦାଣ୍ଡ ସ୍ଥିତି ମରିଚିକୋଟ ଛକଠାରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ରବିବାର…
ତାଜା ଖବର ରାଜ୍ୟ Hera Panchami Ritual: ଆଜି ହେଉଛି ହେରା ପଞ୍ଚମୀ; ଅଭିମାନରେ ମହାପ୍ରଭୁଙ୍କ ରଥ ଭାଙ୍ଗିବେ ମା ଲକ୍ଷ୍ମୀ July 20, 2026 Papirani ଆଜି ହେଉଛି ହେରା ପଞ୍ଚମୀ। ଶ୍ରୀକ୍ଷେତ୍ର ପୁରୀରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ହେରା ପଞ୍ଚମୀ ନୀତି । ନବଦିନାତ୍ମକ ଘୋଷଯାତ୍ରାରେ ଯାଇ ମାଉସୀ ମା ଘରେ ଅଛନ୍ତି ତିନି ଠାକୁର । କିନ୍ତୁ ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ…