Tag: Ratha Jatra

ଆଜ୍ଞାମାଳ ଆସିବା ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ

ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ରାତି ପାହିଲେ ରତ୍ନସିଂହାସନରୁ ଓହ୍ଲାଇ ଆସିବେ ଚତୁର୍ଦ୍ଧାବିଗ୍ରହ । ଆଜି ଆଷାଢ଼ ଶୁକ୍ଲପକ୍ଷ ପ୍ରତିପଦା ତିଥିରେ, ରଥରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଭକ୍ତି ପରିବେଶ ମଧ୍ୟରେ ଆଜ୍ଞାମାଳ ବିଜେ ପରେ ଦକ୍ଷିଣ…

ଆସନ୍ତାକାଲି ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ଉପରାଷ୍ଟ୍ରପତି

ଆସନ୍ତାକାଲି ଅନୁଷ୍ଠିତ ହେବ ବିଶ୍ୱପ୍ରସିଦ୍ଧ ରଥାଯାତ୍ରା। ଏହି ଅବସରରେ ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ଉପରାଷ୍ଟ୍ରପତି। ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କ ସମେତ ଅନେକ ଶିଳ୍ପପତି ଓ ଭିଭିଆଇପି ପୁରୀ ଆସି ରଥଯାତ୍ରା ଦେଖିବେ। ଏନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ…

କୋଟିଆରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ

ଆସନ୍ତାକାଲି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ପୁରୀ ରଥଯାତ୍ରା ପରଦିନ କୋଟିଆରେ ରଥ ଟଣା ହୋଇଥାଏ । ଯାହାକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । କୋଟିଆରେ ହେବାକୁଥିବା ରଥଯାତ୍ରାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

ରଥଯାତ୍ରା ପାଇଁ ପୁରୀକୁ ଗଡିବ ୩୬୫ ସ୍ବତନ୍ତ୍ର ଟ୍ରେନ୍

ପାଖେଇ ଆସୁଛି ରଥଯାତ୍ରା। ଏଥିପାଇଁ ଚଳଚଞ୍ଚଳ ପୁରୀ। ପୁରୀ ରଥଯାତ୍ରା ସମୟରେ ଗଡ଼ିବ ୩୬୫ଟି ସ୍ବତନ୍ତ୍ର ଟ୍ରେନ୍ । ଓଡ଼ିଶାରେ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଭକ୍ତଙ୍କ ପ୍ରବଳ ଭିଡ଼ ଓ ଶ୍ରଦ୍ଧାଳୁଙ୍କ ଆଗମନକୁ ସୁନିଶ୍ଚିତ କରିବା ପାଇଁ ପୂର୍ବତଟ…

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା; ପୁରୀ ଜଗିବ ୨୭୫ଟି AI କ୍ୟାମେରା

ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସମନ୍ବୟ ବୈଠକ ପରେ ପୋଲିସ ଡିଜି ୱାଇ.ବି. ଖୁରାନିଆ ରଥଯାତ୍ରା ପାଇଁ ହେବାକୁ ଥିବା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରତିକ୍ରିୟା ଦେଇ କହିଛନ୍ତି । ରଥଯାତ୍ରାରେ ପୁରୀକୁ ଜଗିବ ୨୭୫ଟି AI…

ପୁରୀ ରଥଯାତ୍ରା ପାଇଁ ନବୀନ ପଟ୍ଟନାୟକଙ୍କୁ ଛତିଶା ନିଯୋଗ ସେବାୟତଙ୍କ ଆମନ୍ତ୍ରଣ

ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ…

ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ…

କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ

କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଯେତେ ପାଖେଇ ଆସୁଛି, କୋଭିଡ ସଂକ୍ରମଣ ସେମିତି ଓଡ଼ିଶାରେ ବଢ଼ିବାରେ ଲାଗିଛି । ଏଥିପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।…

ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ହଜାରେ ବସ୍

ଚଳତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀକୁ ଗଡିବ ଏକ ହଜାର ବସ୍ । ଘରୋଇ ବସ୍ ମାଲିକ ସଂଘ ସହ ବୈଠକ ପରେ ସୂଚନା ଦେଇଛନ୍ତି ପରିବହନ କମିଶନର । ସେ କହିଛନ୍ତି ପୁରୀ ତାଳବଣିଆ ଏବଂ ମାଳତିପାଟପୁରରେ ହେବ ବସ୍‌…

ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ରଥ ନିର୍ମାଣ ଓ…