Tag: Ratha Jatra

ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ରଥ ନିର୍ମାଣ ଓ…

ଛତିଶା ନିଯୋଗ ବୈଠକରେ ବଡ଼ ନିଷ୍ପତ୍ତି; ପହଣ୍ଡି ବେଳେ ରହିବେ ନିର୍ଦ୍ଦିଷ୍ଟ ସେବାୟତ ଓ ଅଧିକାରୀ

ଛତିଶା ନିଯୋଗ ବୈଠକରେ ହୋଇଛି ବଡ଼ ନିଷ୍ପତ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଗତବର୍ଷ ଭଳି ପହଣ୍ଡି ଅଘଟଣ ଯେଭଳି ନ ହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି ।…

ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ ଇସ୍କନକୁ ଅନୁରୋଧ କରିଛି ଶ୍ରୀମନ୍ଦିର ପ୍ରଶାସନ

ଅଦିନିଆ ରଥଯାତ୍ରାକୁ ନେଇ ରାଜ୍ୟ ଅତିଥି ଭବନରେ ଗୁରୁବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଭାରତ ଭିତରେ ଯେପରି ପାଳନ ହେଉଛି,…