Tag: Ratha Yatra

ରଥଯାତ୍ରା ପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ

ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ରହିଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର। ରଥଯାତ୍ରାର ସୁପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ୯୦ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ରଥଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଜପତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ…

ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ତାରିଖ ହେବ ଘୋଷଣା: ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଆସନ୍ତା ୭ ତାରିଖରେ ଅନୁଷ୍ଠିତ ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା | ଏହି ଅବସରରେ ପୁରୀ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ ରେ ରାଷ୍ଟ୍ରପତି ପୁରୀ ଗସ୍ତରେ ଆସି ୯ ତାରିଖ ପର୍ଯ୍ୟନ୍ତ ପୁରୀ ଓ ଭୁବନେଶ୍ୱରରେ…

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀମାନଙ୍କୁ ରଥଯାତ୍ରା ପାଇଁ ନିମନ୍ତ୍ରଣ ଦେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ା ନୂଆ ଦିଲ୍ଲୀ ଠାରେ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନକଡଙ୍କୁ ସୌଜନ୍ୟମୂଳକ…

ଏଥର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି।…

ରଥଯାତ୍ରା ୨୦୨୪: ଜୁଲାଇ ୭ ସନ୍ଧ୍ୟା ୫ଟାରେ ଟଣାହେବ ରଥ

ଶେଷ ହୋଇଛି ନୀତି ସବ୍ କମିଟି ଓ ଛତିଶା ନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି। ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ କରାଯାଇଛି।…

ପୁରୀ ବଡ଼ଦାଣ୍ଡରୁ ହଟିଲା ଏସି ବ୍ୟାରିକେଡ୍

ଆଜି ବଡ଼ଦାଣ୍ଡରୁ ହଟାଯାଉଛି ଏସି ଟନେଲ୍‌ ସେଡ । ଆଗାମୀ ରଥଯାତ୍ରାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ଥିବା ବ୍ୟାରିକେଡ୍‌ ଖୋଲା କାର୍ଯ୍ୟ ଜାରିରହିଛି। । ଏଥିରେ ଲାଗିଥିବା ଏୟାରକଣ୍ଡିସନ୍‌ ମେସିନକୁ ଖୋଲାଯାଇଛି। ବ୍ୟାରିକେଡ କଢା ଯାଉଛି। ଆଗାମୀ ୧୫ ତାରିଖ ଭିତରେ…