ରାଜ୍ୟ ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି April 19, 2025 Nirvay ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ଘଟିଛି । କିଛି ଦିନ ଧରି ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଦୀର୍ଘ…