ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା
ରତ୍ନଭଣ୍ଡାର ଖୋଲିବା ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ରତ୍ନଭଣ୍ଡାର ଖୋଲିବା ସମୟକୁ ଚାହିଁ ରହିଛନ୍ତି ଶ୍ରଦ୍ଧାଳୁ। ଏହା ମଧ୍ୟରେ ରତ୍ନଭଣ୍ଡାର ଚାବି ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ମୋ…