Tag: Ratna bhandar

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ – ଆଇନ ମନ୍ତ୍ରୀ

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପରେ ଗଣତି ସହ ସୁଡ଼ଙ୍ଗ ଅଛି କି ନାହିଁ ସବୁ କିଛିର ସର୍ଭେ ହେବ ବୋଲି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବା ପରେ…

ରତ୍ନଭଣ୍ଡାର ତଦାରଖ କରିବ ଏଏସଆଇର ଉଚ୍ଚସ୍ତରୀୟ ଟିମ

ରତ୍ନଭଣ୍ଡାର ବାବଦରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାର ଯାଞ୍ଚ ଓ ଗଣତି ମଣତି ହେବ ବୋଲି କହିଲେ ଧର୍ମେନ୍ଦ୍ର। ଓଡ଼ିଶା ସରକାର ନିଶ୍ଚିତ ରତ୍ନଗଣତି କରିବେ। ଏ ନେଇ ଏଏସଆଇ ଟିମକୁ ଆସିବାକୁ ରାଜ୍ୟ ସରକାର ଅନୁରୋଧ କରି…

ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରନ୍‌ଭଣ୍ଡାର ଖୋଲାଯାଇଛି। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହୋଇଛି । ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ…

୨୩ ତାରିଖରେ ସ୍ଥାନାନ୍ତର ହେବ ରତ୍ନଭଣ୍ଡାରରୁ ସିନ୍ଦୁକ ଓ ଆଲମିରା

ଆସନ୍ତା ୨୩ ତାରିଖରେ ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ସିନ୍ଦୁକ, ଆଲମିରା ସ୍ଥାନାନ୍ତର କରାଯିବ । ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ । ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ।…

ରତ୍ନ ଭଣ୍ଡାର ମରାମତି ନେଇ ଏସଓପି ପ୍ରସ୍ତୁତ

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ବସିଥିବାବେଳେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରତ୍ନ ଭଣ୍ଡାର ମରାମତି ନେଇ ଏସଓପି ପ୍ରସ୍ତୁତ ହୋଇଛି । ଭିତର ଓ ବାହାର ରତ୍ନ ଭଣ୍ଡାରରୁ ଅଳଙ୍କାର ସବୁ ସ୍ଥାନାନ୍ତର ସରିଛି । ଏବେ କିଭଳି ରତ୍ନ…

ଆଜି ରତ୍ନଭଣ୍ଡାର ସ୍ଵତନ୍ତ୍ର ତଦାରଖ କମିଟି ବୈଠକ

ଆଜି ଶ୍ରୀମନ୍ଦୀର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ ଅନୁଷ୍ଠିତ ହେବ। ତଦାରଖ କମିଟି ଅଧ୍ୟକ୍ଷ ବିଚାରପତି ବିଶ୍ୱନାଥ ରଥ ବୈଠକରେ ସଭାପତିତ୍ବ କରିବେ। ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବ। ଭିତର ଏବଂ ବାହାର ରତ୍ନଭଣ୍ଡାର ମରାମତି…

ଭିତର ରତ୍ନଭଣ୍ଡାରର ସମସ୍ତ ଅଳଙ୍କାର ହେଲା ସ୍ଥାନାନ୍ତରଣ

ସବୁ ପ୍ରତୀକ୍ଷାର ଘଟିଲା ଅନ୍ତ । ଭିତର ରତ୍ନଭଣ୍ଡାରର ସମସ୍ତ ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ସ୍ଥାନାନ୍ତରଣ କଲା ପରେ ବାହାରକୁ ଆସିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ବାହାରକୁ ଆସିଲା…

ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ବାହାରିଲେ ଗଜପତି ମହାରାଜା। ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି । ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖାଯାଇଛି। ଖଟଶେଯ ଘରେ ଗହଣା, ମୂଲ୍ୟବାନ ସାମଗ୍ରୀ ରଖାଯିବ। ମୂଲ୍ୟବାନ ସାମଗ୍ରୀ…

ଭିତର ରତ୍ନଭଣ୍ଡାରକୁ ପ୍ରବେଶ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ଆଜି ନିର୍ଦ୍ଧାରିତ ସମୟରେ ଖୋଲାଯାଇଛି ଭିତର ରତ୍ନଭଣ୍ଡାର । ଭିତର ରତ୍ନଭଣ୍ଡାର ବୁଲି ତଦାରଖ କରିବା ପାଇଁ ଦକ୍ଷିଣ ଦ୍ବାର ଦେଇ ପ୍ରବେଶ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଭିତର ରତ୍ନ ଭଣ୍ଡାର ଖୋଲିବା ନିମନ୍ତେ ଶ୍ରୀମନ୍ଦିର ରତ୍ନ…

୯ଟା ୫୧ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିଲା। ଆଜି ଭିତର ରତ୍ନଭଣ୍ଡାରର ଖୋଲିବ। କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ନିର୍ଦ୍ଧାରିତ ସମୟ ୯ଟା ୫୧…