ତାଜା ଖବର ରାଜ୍ୟ ଆଜି ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକରେ ଆସିପାରେ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି July 9, 2024 Papirani ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକ ଆରମ୍ଭ ହୋଇଛି । କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି । ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ…
ତାଜା ଖବର ରାଜ୍ୟ ଆଜି ନୁହେଁ ରତ୍ନଭଣ୍ଡାର ଖୋଲିବା ନେଇ ୯ ତାରିଖରେ ନିଆଯିବ ନିଷ୍ପତ୍ତି: ଜଷ୍ଟିସ ବିଶ୍ବନାଥ ରଥ July 6, 2024 Papirani ଆଜି ନୁହେଁ ଆସନ୍ତା ୯ରେ ହେବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି । ଆଜିର ରତ୍ନଭଣ୍ଡାର କମିଟି ବୈଠକ ପରେ ଜଷ୍ଟିସ ବିଶ୍ବନାଥ ରଥଙ୍କ ସୂଚନା । ସେ କହିଛନ୍ତି ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି । ଅସ୍ଥାୟୀ ରତ୍ନଭଣ୍ଡାର…
ତାଜା ଖବର ରାଜନୀତି ରାଜ୍ୟ ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ July 6, 2024 Papirani ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଛି । ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି କମିଟି ବୈଠକ । ରତ୍ନଭଣ୍ଡାର ଖୋଲା ସହ ଗଣତି ଓ ମଣତି ପ୍ରକ୍ରିୟାର ରୂପରେଖ ଏହି…
ରାଜ୍ୟ ଖୋଲା ହେବ ରତ୍ନ ଭଣ୍ଡାର? ସବୁ ସେ କାଳିଆର ଇଛା! July 5, 2024 Nirvay ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ଵନିୟନ୍ତା । ତାଙ୍କ ଇଛା ବିନା ଗଛରୁ ପତ୍ରଟିଏ ବି ହଲେନି। ମହାପ୍ରଭୁଙ୍କ ନାଁରେ ଅପପ୍ରଚାର ଓ ଗୁଜବ ସୃଷ୍ଟି କରି କେହି ବର୍ତ୍ତି ଯାଇପାରିବେନି। ରତ୍ନଭଣ୍ଡାର ଖୋଲିବା ନେଇ ଯେତେ ବୈଠକ ଓ…
ରାଜ୍ୟ ରତ୍ନ ଭଣ୍ଡାର ପାଇଁ ୧୬ ଜଣିଆ ନୂଆ ଉଚ୍ଚସ୍ତରୀୟ କମିଟି July 4, 2024 Nirvay ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ଗଠନ ହୋଇଥିବା ୧୬ ଜଣିଆ ଯାଞ୍ଚ କମିଟି ସଦସ୍ୟଙ୍କ ତାଲିକା ଆସିଛି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ଏହି କମିଟି ଗଠନ ହୋଇଛି। ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ…
ରାଜ୍ୟ ୮ରେ ରତ୍ନଭଣ୍ଡାର ଖୋଲିବା ନେଇ ଦ୍ୱନ୍ଦ୍ୱ July 4, 2024 Nirvay ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବା ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ସେଦିନ ହୁଏତ ରତ୍ନଭଣ୍ଡାର ଖୋଲିନପାରେ। ଜଷ୍ଟିସ ଅରିଜିତ ପଶାୟତଙ୍କ ମନ୍ତବ୍ୟରୁ ଏଭଳି ବଡ଼ ସୂଚନା ମିଳିଛି। ଏ ନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଜାଣନ୍ତୁ କଣ କହିଲେ ଗଜପତି ମହାରାଜା July 3, 2024 Papirani ସାରା ଦେଶରେ ରତ୍ନଭଣ୍ଡାର ଖୋଲିବନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର । ମରାମତି ନିହାତି…
ତାଜା ଖବର ରାଜନୀତି ରାଜ୍ୟ ରତ୍ନଭଣ୍ଡାର ଖୋଲିବ ନିଶ୍ଚିତ: ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ July 3, 2024 Papirani ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏନେଇ ନିଷ୍ପତି ସରିଛି । ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ । ଏନେଇ ସରକାରଙ୍କ…
ରାଜ୍ୟ ୮ରୁ ଆରମ୍ଭ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା! July 3, 2024 Nirvay ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୪ ତାରିଖରେ ଓଡ଼ିଶା ଆସୁଛନ୍ତି। ୫ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ବସିବ। ଯଦି କମିଟିର ସହମତି ହୁଏ ତା’ହେଲେ ୮ତାରିଖରୁ ରତ୍ନଭଣ୍ଡାର ଖୋଲିବା ନେଇ…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଖୋଲିବାକୁ ନେଇ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ June 22, 2024 Papirani ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍ଶୀଘ୍ର ସରକାର ନିଷ୍ପତ୍ତି ନେବେ । କେବେ ଖୋଲିବ ସେନେଇ ଆଲୋଚନା ହୋଇଛି…