ତାଜା ଖବର ରାଜ୍ୟ କ୍ୟାମ୍ପସ୍ରେ ସୁରକ୍ଷା ଯୋଗାଇବାକୁ ନେଇ ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ September 5, 2024 Papirani ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ଦିନକୁ ଦିନ ରାଜ୍ୟ ରାଜନୀତି ବେଶ୍ ସରଗରମ ହେବା ସହ ବିବାଦ ଥମିବାର ନାଁ ନେଉନି। ଏହି ସମୟରେ ରେଭେନ୍ସା କ୍ୟାମ୍ପସ୍ରେ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ଆଜି କଟକ ଡିସିପିଙ୍କୁ ଚିଠି ଲେଖିଛନ୍ତି ରେଭେନ୍ସା…