ଦେଶ RAW ବିଭାଗର ମୁଖ୍ୟ ହେଲେ ପରାଗ ଜୈନ June 28, 2025 Nirvay ଶନିବାର ଦିନ ବରିଷ୍ଠ ଆଇପିଏସ୍ ଅଧିକାରୀ ପରାଗ ଜୈନଙ୍କୁ ଗୁଇନ୍ଦା ସଂସ୍ଥାର ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର । ୧୯୮୯ ବ୍ୟାଚ୍ ର ପଞ୍ଜାବ କ୍ୟାଡରର IPS ଅଧିକାରୀ ହେଉଛନ୍ତି ପରାଗ ଜୈନ । ସେ ଜୁଲାଇ ପହିଲାରୁ…