ତାଜା ଖବର ଦେଶ କପା ଆମଦାନୀ ଉପରେ ସୀମା ଶୁଳ୍କ ଛାଡ଼ କଲେ କେନ୍ଦ୍ର ସରକାର August 19, 2025 Papirani କଞ୍ଚା କପା ଆମଦାନୀ ନେଇ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । କପା ଆମଦାନୀ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ ଘୋଷଣା କଲେ ସରକାର । ଏହା ସହ କୃଷି ଭିତ୍ତିଭୂମି ଏବଂ ବିକାଶ ସେସ୍ (AIDC) ବି ସମ୍ପୂର୍ଣ୍ଣ…