ତାଜା ଖବର ଦେଶ ରାଜ୍ୟ ରାୟଗଡ଼ା ରେଳ ଡିଭିଜନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦି January 6, 2025 Papirani ରାୟଗଡ଼ା ରେଳ ଡିଭିଜନକୁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ। ଯୋଗାଯୋଗକୁ ଆହୁରି ସୁଗମ କରିବା ପାଇଁ ରାୟଗଡା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର…