ଭୀଷଣ ବର୍ଷା ନେଇ ରାଜ୍ୟର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ଆଜି ପ୍ରବଳ ବର୍ଷାରେ ଭିଜିବ ସାରା ରାଜ୍ୟ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବା।…