Tag: Registration Camp

26,446 Voter Registration Camps in Odisha: ଭୋଟର ତାଲିକାରେ ନାମ ପଞ୍ଜୀକରଣ ରାଜ୍ୟରେ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର

ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ ରାଜ୍ୟବ୍ୟାପୀ ଏକ ସ୍ୱତନ୍ତ୍ର ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏସ୍‌ଆଇଆର୍ ପ୍ରକ୍ରିୟାରେ ଭୋଟର ତାଲିକାରେ ନାମ ସାମିଲ…