Tag: Renewable Energy Summit

Odisha CM to Visit Delhi Today: ଆଜି ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ଦିଲ୍ଲୀ ଗସ୍ତ

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଆଜି ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ଏହି ଗସ୍ତ ସମୟରେ ସେ କେନ୍ଦ୍ରୀୟ ରାଜଧାନୀରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟସୂଚୀ…