Tag: Republic day

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମୋଟ ୭୫.୬୮% ମତଦାନ ହୋଇଛି

ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ ୭୫.୬୮% ମତଦାନ ହୋଇଛି।ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ମଣ୍ଡଳୀରେ ୭୫.୬୮% ମତଦାନ ହୋଇଥିବା ବେଳେ ସବୁଠୁ ଅଧିକ ନବରଙ୍ଗପୁରରେ ହୋଇଛି।ସେହିପରି ସବୁଠୁ କମ୍ ବ୍ରହ୍ମପୁରରେ ମତଦାନ ହୋଇଛି।ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ସ୍ବାଭିମାନ ଅଞ୍ଚଳର…

ଆଜି ରାଜଧାନୀରେ ମୋଦିଙ୍କ ରୋଡ ସୋ,ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଭୁବନେଶ୍ୱରରେ କରିବେ ରୋଡ ସୋ। ଏଥି ପାଇଁ ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ ବିହାର ଯାଏଁ ରାସ୍ତା ସିଲ୍ ରହିବ। ଆଜି ଅପରାହ୍ନ ୨ଟାରୁ ରୋଡ୍ ସୋ’ ସରିବା ଯାଏଁ ଗାଡ଼ି ଚଳାଚଳ…

ଦିଲ୍ଲୀର କର୍ତ୍ତବ୍ୟ ପଥ ପରେଡ୍‌ରେ ‘ନାରୀ ଶକ୍ତି’ର ପ୍ରଦର୍ଶନ

ନୂଆଦିଲ୍ଲୀ: ଆଜି ୭୫ତମ ଗଣତନ୍ତ୍ର ଦିବସ ପାଳନ କରୁଛି ଦେଶ। ଏନେଇ ଇଣ୍ଡିଆଗେଟର କର୍ତ୍ତବ୍ୟ ପଥରେ ଏକ ବିଶାଳ ପରେଡ୍ ଦେଖିବାକୁ ମିଳିବ। ପରେଡ ସହିତ ବିଭିନ୍ନ ରାଜ୍ୟର ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା। ୧୦୦ରୁ ଅଧିକ ମହିଳା ପାରମ୍ପାରିକ…

କର୍ତ୍ତବ୍ୟପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀ କର୍ତ୍ତବ୍ୟପଥରେ ଗଡ଼ିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ବିଶ୍ୱ ଦେଖିଲା ଓଡ଼ିଶାର ମହାନ କଳା ସଂସ୍କୃତିର ଝଲକ। ସମ୍ୱଲପୁରୀ ନାଚଗୀତରେ ସମସ୍ତ ବିମୋହିତ ହୋଇଛନ୍ତି। ସୂଚନା ଅନୁଯାୟୀ, ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର…

କର୍ତ୍ତବ୍ୟପଥରେ ଉଡ଼ିଲା ତ୍ରିରଙ୍ଗା; ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ୭୫ତମ ଗଣତନ୍ତ୍ର ଦିବସ । ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ତେବେ ଭାରତର ୭୫ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ…

୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର : ଆଜି ଦେଶ ପାଳୁଛି ୭୫ ତମ ସାଧାରଣତନ୍ତ୍ର ଦିବସ । ଭୁବନେଶ୍ୱରର ଗାନ୍ଧୀମାର୍ଗରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ପତାକା ଉତ୍ତୋଳନ କରିବା ପରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ପରେଡ୍ । ଏହା ସହ…

ଗଣତନ୍ତ୍ର ଦିବସରେ କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର: ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼ । ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା । ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟର ଚିଠି । ୧୬ଟି ରାଜ୍ୟ ଓ…