Tag: resigns

ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ

ବିଜେଡି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ଜିଲ୍ଲା ସଭାପତି ଚୟନକୁ ନେଇ ଅସନ୍ତୁଷ୍ଟ ଥିବାରୁ ବିଜେଡି ଛାଡ଼ିଥିବା…

ଅନାସ୍ଥା ପୂର୍ବରୁ ଇସ୍ତାଫା ଦେଲେ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ

ଇସ୍ତାଫା ଦେଲେ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଅନାସ୍ଥା ପୂର୍ବରୁ ଇସ୍ତାଫା ଦେଲେ ପ୍ରଭାତ ବଳବନ୍ତରାୟ । ଧର୍ମଶାଳା ବିଡିଓଙ୍କୁ ଦେଲେ ନିଜ ଇସ୍ତାଫା ପତ୍ର । କିଛିଦିନ ପୂର୍ବରୁ ପ୍ରଭାତଙ୍କ ବିରୋଧରେ ୩୮ରୁ…

ବିଜୁ ଜନତା ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ

ବିଜୁ ଜନତା ଦଳ ଛାଡ଼ିଲେ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଜଣାପଡିଛି । ତେବେ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ୍‌)ର ପରାଜୟ ପରେ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆତିଶୀ ମାର୍ଲେନା । ସେ ନିଜ ଇସ୍ତଫାପତ୍ର ୧୧ଟାରେ ରାଜଭବନରେ ପହଞ୍ଚି ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭିକେ ସକ୍ସେନାଙ୍କୁ ତାଙ୍କ…

ବିଜେଡି ଛାଡ଼ିଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି

ବଡ଼ମ୍ବାରେ ବିଜେଡିକୁ ବଡ଼ ଝଟକା । ବିଜେଡି ଛାଡ଼ିଲେ ରଘୁପତି ମହାନ୍ତି । କଟକ ଜିଲ୍ଲା ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଥିବା…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ଆଜି ରାଜ୍ୟପାଳ ସିପି ରାଧାକ୍ରୀଷ୍ଣନଙ୍କୁ ଭେଟି ଏକନାଥ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍ ଏବଂ ଅଜିତ ପାୱାର ଉପସ୍ଥିତ…

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ବିଜୁ ଜନତା ଦଳକୁ ପୁଣି ଲାଗିଲା ଶକ୍ତ ଝଟକା । ଦଳ ଛାଡୁଛନ୍ତି ଜଣଙ୍କ ପରେ ଜଣେ ନେତା । ଆଜି ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ନିଜର…