ଦେଶ ଗୃହିଣୀଙ୍କ ତ୍ୟାଗ ଓ ପରିବାର ପ୍ରତି ଭୂମିକାକୁ ସମ୍ମାନ ଦିଅ: ସୁପ୍ରିମକୋର୍ଟ July 11, 2024 Subhasmita Nayak ଗୃହୀଣୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଆଜି ଏକ ବଡ଼ ବୟାନ ଦେଇଛନ୍ତି ସୁପ୍ରିମକୋର୍ଟ। ଗୃହିଣୀଙ୍କୁ ଆର୍ଥିକସ୍ତରରେ ନିଶ୍ଚିତ ଭାବେ ସଶକ୍ତ କରିବାର ଆବଶ୍ୟକତା ରହିଛି। ଗୃହିଣୀ ପରିବାରର ଆୟ ବିଷୟରେ ଅବଗତ ହେବା ଦରକାର। ପରିବାର ଆର୍ଥିକ ଅଭିବୃଦ୍ଧି ପାଇଁ ଗୃହିଣୀଙ୍କ…