Tag: RI Exam

RI Exam Postponed: ଘୁଞ୍ଚିଲା ଆରଆଇ ପରୀକ୍ଷା

ଘୁଞ୍ଚିଲା ଆରଆଇ ପରୀକ୍ଷା । ଓଡ଼ିଶା ସବ-ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ୍ କମିଶନ (OSSSC) ୨୦ ଜୁନ୍ ରେ ହେବାକୁ ଥିବା ରାଜସ୍ୱ ପରିଦର୍ଶକ (RI) ନିଯୁକ୍ତି ପରୀକ୍ଷାକୁ ସ୍ଥଗିତ ରଖିଛି । ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮…

RI Exam in Odisha: ଆରଆଇ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ

ଆଜି ରାଜ୍ୟରେ ରାଜସ୍ୱ ନିରୀକ୍ଷକ ଓ ଅମିନ ପରୀକ୍ଷା ଅନୁଷ୍ଠିତ ହେଉଛି । ହେଲେ ଆରମ୍ଭରୁ ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ ଦେଖାଦେଇଛି । ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ହେବା ଦ୍ୱାରା ପରୀକ୍ଷାର୍ଥୀମାନେ ବିଳମ୍ବରେ କେନ୍ଦ୍ର ଭିତରକୁ ଯାଇଛନ୍ତି…

ଆରଆଇ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଆଗରେ ଆଶାୟୀ ପରୀକ୍ଷାର୍ଥୀ

ଆରଆଇ ଏବଂ ଅମୀନ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସରକାରୀ ବାସଭବନ ସମ୍ମୁଖରେ ପହଞ୍ଚିଛନ୍ତି ଶହ ଶହ ଆଶାୟୀ ପରୀକ୍ଷାର୍ଥୀ । ଅନଲାଇନ୍ ପରୀକ୍ଷା ବଦଳରେ ଅଫଲାଇନ୍ ପରୀକ୍ଷା କରିବାକୁ ଆଶାୟୀ ପରୀକ୍ଷାର୍ଥୀମାନେ ଦାବି କରିଛନ୍ତି…

ସାଇବର୍ କାଫେରେ ଆରଆଇ ପରୀକ୍ଷାକୁ ନେଇ ବିବାଦ

ଓଡ଼ିଶା ସବ୍ ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ କମିଶନ ଓଏସ୍ଏସ୍ଏସସି ଦ୍ୱାରା ପରିଚାଳିତ ରାଜସ୍ବ ନିରୀକ୍ଷକ (ଆରଆଇ), ଆଇସିଡିଏସ୍ ସୁପରଭାଇଜର, ଏଆରଆଇ, ଅମିନ ଓ ଏସ୍ଏଫ୍ଏସ୍ ପଦବୀରେ ନିଯୁକ୍ତି ପାଇଁ ପରୀକ୍ଷା କେନ୍ଦ୍ର ଥିବା ଭୁବନେଶ୍ୱରର ଏକ ସାଇବର କାଫେରେ ଉତ୍ତେଜନା ପ୍ରକାଶ…