Tag: Rice

କାଶୀପୁରରେ ହିତାକାରୀଙ୍କୁ ଦିଆଯାଉଛି ପୋକା ଚାଉଳ

ଆଦିବାସୀ ଅଧ୍ଯୁଷିତ କନ୍ଧମାଳରେ ଖାଇବାକୁ ନପାଇ ଆମ୍ବ ଟାକୂଆ ଜାଉ ଖାଇ ଲୋକେ ଜୀବନ ହାରିଥିବାବେଳେ ଚର୍ଚ୍ଚାରେ ରହି ଆସୁଥିବା ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ପିଡ଼ିଏସ୍ ସାମଗ୍ରୀ ପାଉଥିବା ହିତାଧିକାରୀଙ୍କୁ ପୋକ ସାଲୁବାଲୁ ଚାଉଳ ଦିଆଯାଇଛି। ଏ ନେଇ ଜିଲ୍ଲା…

ହିତାଧିକାରୀଙ୍କୁ ୧୫ କିଲୋ ଲେଖାଏ ତିନିମାସର ଆଗୁଆ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।…

ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌

ଭୁବନେଶ୍ବରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍‌ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା ସେମାନେ…

ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ତୃତୀୟ କାର୍ଯ୍ୟକାଳର ଦ୍ୱିତୀୟ କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ ଧାନ, ରାଗି, ମିଲେଟ,…