Tag: Rip

ବରିଷ୍ଠ ଫଟୋ ସାମ୍ବାଦିକ ଅନିଲ ପ୍ରସାଦ ମିଶ୍ରଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ବରିଷ୍ଠ ଫଟୋ ସାମ୍ବାଦିକ ଅନିଲ ପ୍ରସାଦ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ସ୍ୱର୍ଗତଃ ମିଶ୍ର ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସିର ପ୍ରତିଷ୍ଠାତା ତଥା ସାପ୍ତାହିକ ପତ୍ରିକା “ଇପିଏ”ର ମୁଖ୍ୟ ସମ୍ପାଦକଭାବେ କାର୍ଯ୍ୟ…

ପରଲୋକରେ ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତି

ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ବହୁ ଚର୍ଚ୍ଚିତ ପୁଅ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ ହୋଇଛି । ଦୀର୍ଘ ଦିନ ହେଲା ଷ୍ଟୋମାକ୍‌ କ୍ୟାନସର୍‌ରେ ପୀଡ଼ିତ ଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ…

ବିଧାନସଭା ପରିସରରେ ସୁରେନ୍ଦ୍ରନାଥ ନାୟକଙ୍କୁ ଦିଆଗଲା ଶେଷ ଶ୍ରଦ୍ଧାଞ୍ଜଳି

ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ । କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀର ବିଧାନସଭା ପହଞ୍ଚିଛି। ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

କାକଟପୁରର ବରିଷ୍ଠ ନେତା ତଥା ପୂର୍ବତନ ବିଜେଡି ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନରୁ ସୁରେନ୍ଦ୍ର ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୂଚନା । ଆଜି…

ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ ଘଟିଛି। ୮୮ ବର୍ଷ ବୟସରେ ନିଜ ପୈତୃକ ଘର ବୈଦରାଜ ସାହିରେ ତାଙ୍କର ପରଲୋକ ଘଟିଛି। ଦୀର୍ଘଦିନରୁ ସେ ରୋଗାଗ୍ରସ୍ତ ଥିଲେ। ମାଗୁଣିଙ୍କ ପରଲୋକ…