Tag: Rip

ବିଧାନସଭା ପରିସରରେ ସୁରେନ୍ଦ୍ରନାଥ ନାୟକଙ୍କୁ ଦିଆଗଲା ଶେଷ ଶ୍ରଦ୍ଧାଞ୍ଜଳି

ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ । କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀର ବିଧାନସଭା ପହଞ୍ଚିଛି। ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

କାକଟପୁରର ବରିଷ୍ଠ ନେତା ତଥା ପୂର୍ବତନ ବିଜେଡି ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନରୁ ସୁରେନ୍ଦ୍ର ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୂଚନା । ଆଜି…

ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ ଘଟିଛି। ୮୮ ବର୍ଷ ବୟସରେ ନିଜ ପୈତୃକ ଘର ବୈଦରାଜ ସାହିରେ ତାଙ୍କର ପରଲୋକ ଘଟିଛି। ଦୀର୍ଘଦିନରୁ ସେ ରୋଗାଗ୍ରସ୍ତ ଥିଲେ। ମାଗୁଣିଙ୍କ ପରଲୋକ…