ତାଜା ଖବର ରାଜ୍ୟ Naveen Niwas Road Blockade Case: ‘ନବୀନ ନିବାସ’ ସାମ୍ନାରେ ହଟିବ ବ୍ୟାରିକେଡ୍ ! May 9, 2026 Papirani ଭୁବନେଶ୍ୱରସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରେ ହଟିବ ସୁରକ୍ଷା ବ୍ୟାରିକେଡ୍ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ସହିତ ଜଡିତ ସାର୍ବଜନୀନ ରାସ୍ତା ଜବରଦଖଲ ଅଭିଯୋଗର ସମାଧାନରେ ବିଳମ୍ବ ନେଇ ଓଡ଼ିଶା ହାଇକୋର୍ଟ ତୀବ୍ର…