Tag: Roopa Mishra

Major IAS Reshuffle in Odisha: ରାଜ୍ୟରେ ଆଇଏଏସ୍ ସ୍ତରରେ ଅଦଳବଦଳ: ବିଷ୍ଣୁପଦ ସେଠୀ ହେଲେ ଜିଏ ବିଭାଗର ପ୍ରମୁଖ ଶାସନ ସଚିବ; ରୂପା ମିଶ୍ରଙ୍କୁ ମିଳିଲା ପଞ୍ଚାୟତରାଜ ବିଭାଗ

ରାଜ୍ୟ ସରକାର ଆଜି ଆଇଏଏସ୍ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରି ବରିଷ୍ଠ ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଏକାଧିକ…