ତାଜା ଖବର ରାଜ୍ୟ ସମସ୍ତ ରେଲୱେ ଷ୍ଟେସନରେ RPF ପକ୍ଷରୁ ଫ୍ଲାଗ୍ ମାର୍ଚ୍ଚ April 28, 2025 Papirani ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ । ପହଲଗାମ୍ ଆକ୍ରମଣ ଘଟଣାକୁ ନେଇ ସବୁ ଷ୍ଟେସନ୍ରେ ଫ୍ଲାଗ୍ ମାର୍ଚ୍ଚ । ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ଜିନିଷ ଦେଖିବା ମାତ୍ରେ ତୁରନ୍ତ ଜିଆରପି କିମ୍ବା ଆରପିଏଫ୍କୁ ସୂଚନା ଦେବା ପାଇଁ କୁହାଯାଉଛି ।…