Tag: RSS

ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଗତକାଲି ଜୟଦେବ ଭବନରେ ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଷ୍ଟ୍ରଦୀପ ଓଡ଼ିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ୱଳ ଆଲୋକ ବର୍ତ୍ତିକା ଓ ସାଂପ୍ରତିକ ବିଭେଦମୟ ରାଜନୈତିକ ପରିସ୍ଥିତିରେ ରାଷ୍ଟ୍ରବାଦର…

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ । ୧୩ ତାରିଖରେ ଭୁବନେଶ୍ଵରରେ ପହଞ୍ଚିବେ ଭାଗବତ । କଟକ, ଭୁବନେଶ୍ଵରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଗୌଡୀୟ ମିଶନ…

ଓଡ଼ିଶାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ

ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଆରଏସ୍‌ଏସ୍‌ ମୁଖ୍ୟ । ଭୁବନେଶ୍ବରରେ ପହଞ୍ଚିବା ପରେ ସିଧା ସଡ଼କପଥରେ କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ…

ନାଗପୁର ଆରଏସଏସ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦୀ ପ୍ରଥମ ଥର ଆଜି ନାଗପୁର ସ୍ଥିତ ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘ(ଆରଏସଏସ)ର ମୁଖ୍ୟାଳୟ ପହଞ୍ଚିଛନ୍ତି । କୌଣସି ବି ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଆରଏସଏସ ମୁଖ୍ୟାଳୟ ଗସ୍ତ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ…

ଦିଲ୍ଲୀରେ ଆରଏସଏସର ନୂଆ କାର୍ଯ୍ୟାଳୟ ‘କେଶବ କୁଞ୍ଜ’ ଉଦ୍‌ଘାଟିତ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିଜର ନୂତନ ଏବଂ ଭବ୍ୟ କାର୍ଯ୍ୟାଳୟ ‘କେଶବ କୁଞ୍ଜ’ ନିର୍ମାଣ କରିଛି ଯାହା ଆଜି ଉଦଘାଟିତ ହୋଇଛି । କୁହାଯାଉଛି ଏହାକୁ ନିର୍ମାଣ କରିବା ପାଇଁ ଖର୍ଚ୍ଚ ହୋଇଛି ଦେଢ଼ ଶହ…

୫ ଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ

ଓଡିଶାରେ ମୋହନ ଭାଗବତ । ଆଜି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ପ୍ରମୁଖ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତରେ ସେ ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟାରେ…

ଆର୍‌ଏସ୍ଏସ୍ ପଲଟିଦେଲା ବାଜି; ହରିୟାଣାରେ ଜିତିଗଲା ବିଜେପି 

ଏକଜିଟ୍ ପୋଲର ଆକଳନ ସମ୍ନାକୁ ଆସିବା ପରେ କେହି ବି କଳ୍ପନା କରିନଥିଲେ ଯେ ହରିଆଣାରେ ବାଜିମାତ କରିବ ଭାରତୀୟ ଜନତା ପାର୍ଟି । ଏପରିକି ଏକଜିଟ୍ ପୋଲ ମଧ୍ୟ ବିଜେପି ହରିଆଣା ଆସନ ହରାଉଥିବା ଦର୍ଶାଇଥିବା ବେଳେ ଏକଜିଟ୍ ପୋଲ…

ଓଡ଼ିଶାରେ ପହଞ୍ଚିଲେ ଆରଏସ୍ଏସର ସରସଂଘ ଚାଳକ ମୋହନ ଭାଗବତ

୫ ଦିନିଆ ଓଡ଼ିଶା ଗସ୍ତରେ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ମୋହନ ଭାଗବତ । ଆଜି ଭୁବନେଶ୍ବରରେ ରହି କାଲି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ…

ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ ଆରଏସଏସ କର୍ମଚାରୀ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ)ର କାର୍ଯ୍ୟକଳାପରେ ଅଂଶଗ୍ରହଣ କରୁଥିବା ସରକାରୀ କର୍ମଚାରୀଙ୍କ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛି । ଏଣିକି ଆରଏସଏସ କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀ ସାମିଲ ହେବେ। ୫୮…