ଦେଶ Telangana Bus Accident: ତେଲଙ୍ଗାନା ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି November 3, 2025 Nirvay ତେଲେଙ୍ଗାନାର ରଙ୍ଗରେଡ୍ଡୀ ଜିଲ୍ଲାରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି ପାଇଥିବାବେଳେ ଏକାଧିକ ଆହତ ହୋଇଛନ୍ତି । ଦୁର୍ଘଟଣାରେ ଆହତଙ୍କୁ ନିକଟସ୍ଥ ହସପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ରଙ୍ଗାରେଡ୍ଡି ଜିଲ୍ଲାର ଚେଭେଲା ମଣ୍ଡଳ…