Tag: Rudra Narayan Samantaray

Rudra Narayan Samantaray Joins BJP: ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ; ସମର୍ଥକଙ୍କ ସହ ବିଜେପିରେ ଯୋଗଦେଲେ ରୁଦ୍ର ନାରାୟଣ ସାମନ୍ତରାୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡିର ରାଜ୍ୟ ସାଧାରଣ ସମ୍ପାଦକ ରୁଦ୍ରନାରାୟଣ ସାମନ୍ତରାୟ ବିଜେଡି ଛାଡ଼ି ସମର୍ଥକଙ୍କ ସହ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଇଛନ୍ତି । ସେହିପରି…