ତାଜା ଖବର ରାଜନୀତି ରାଜ୍ୟ ରାଜଧାନୀରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ; ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 29, 2024 Papirani ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ଭାରତର ଏକତା ଓ…