ତାଜା ଖବର ରାଜ୍ୟ Ama Bus Accident: ଆମ ବସ୍’ ଧକ୍କାରେ ଅଟୋ ଚାଳକ ମୃତ ଘଟଣା; ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ January 4, 2026 Papirani ଆମ ବସ୍ ଧକ୍କାରେ ମୃତ ଅଟୋ ଚାଳକଙ୍କ ସଂପର୍କୀୟଙ୍କୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। CMRFରୁ ୪ ଲକ୍ଷ ଟଙ୍କା ସହାୟତା ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି । ଏହା ସହ ଏହି ଘଟଣାକୁ ନେଇ…