ତାଜା ଖବର ରାଜ୍ୟ ଅଷ୍ଟମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ସାହାଜଟ ସେବାଶ୍ରମ ସ୍କୁଲ୍ ପ୍ରଧାନ ଶିକ୍ଷକ ନିଲମ୍ୱିତ July 18, 2025 Papirani ନୂଆପଡ଼ା ଜିଲ୍ଲା କୋମନା ଥାନା ସାହାଜଟ ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ର ଅଶ୍ୱିନୀ ଦାସ ବନଛୋର ମୃତ୍ୟୁ ପରେ କାର୍ଯାନୁଷ୍ଠାନ ନେଲେ ଜିଲ୍ଲାପାଳ । ସାହାଜଟ ସେବାଶ୍ରମ ସ୍କୁଲ୍ ପ୍ରଧାନ ଶିକ୍ଷକ ନିଲମ୍ୱିତ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ପ୍ରଧାନ ଶିକ୍ଷକ ନିଲମ୍ବିତ…