Tag: Sahid Nagar

Gang Rape In Bhubaneswar: ରେଡ୍ ଫ୍ଲାଗ୍ ରେ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା

ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା। କମିଶନରେଟ ପୋଲିସକୁ ତଦନ୍ତରେ ସହଯୋଗ କରିବ କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ। ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କୁ ଗିରଫ କୋର୍ଟ ଚାଲାଣ କରିଛି ପୋଲିସ୍ । ସେମାନେ…