Tag: Salary hike

AYUSH Doctors’ Salary Hiked: ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା

ବଢ଼ିଲା ଆୟୁଷ ଡାକ୍ତରଙ୍କ ଦରମା। ସ୍ୱାସ୍ଥ୍ୟସେବା ବ୍ୟବସ୍ଥାରେ ଆୟୁଷ ଡାକ୍ତରମାନଙ୍କ ଅବଦାନକୁ ସ୍ୱୀକାର କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM) ଅଧୀନରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ…

MLAs Salary Hike: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ; ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ନିଷ୍ପତ୍ତିର ପୁର୍ନବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି । ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳି ମଲ୍ଲିକ, ଉପମୁଖ୍ୟ ସଚେତକ ପ୍ରତାପ ଦେବ। ସେ…

MLA Salary Hike: ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ପ୍ରସ୍ତାବ

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ବୈଠକରେ ବଡ ନିଷ୍ପତ୍ତି ହୋଇଛି । ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବିଭିନ୍ନ ଚର୍ଚ୍ଚା ଲାଗି ରହିଥିବା ବେଳେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ…

MLAs and Ministers Salary Hike: ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା

ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ବିଧାନସଭା ସଦସ୍ୟଙ୍କ ଦରମା, ଭତ୍ତା ଓ ପେନସନ ସଂଶୋଧନ ବିଲ୍ ଏବଂ ବାଚସ୍ପତି, ଉପ ବାଚସ୍ପତିଙ୍କ ଦରମା, ଭତ୍ତା ସଂଶୋଧନ ବିଲ୍ ଗୃହୀତ ହୋଇଛି। ନୂତନ ବ୍ୟବସ୍ଥା ସହିତ, ଉଭୟ କାର୍ଯ୍ୟରତ ଏବଂ…

ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର 

ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି। ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର କର୍ମଚାରୀମାନେ ନିଯୁକ୍ତ ହୋଇଥାନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ବିଧାୟକଙ୍କ ଦରମା ବୃଦ୍ଧି ଦାବି କଲେ ବିରୋଧୀ ଓ ଶାସକ ଦଳ

ବିଧାନସଭା ଗୃହରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି ପ୍ରସଙ୍ଗ । ଶୂନ୍ୟକାଳରେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଲେ ବିରୋଧୀ ଓ ଶାସକ ଦଳ । ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ୍ ଦାବି କରାଯାଇଛି । ଭାସ୍କର ମଢ଼େଇଙ୍କ…

ବଢ଼ିଲା କୃଷକ ସାଥୀଙ୍କ ଖର୍ଚ୍ଚ; ପରିମାଣ ୧୮ ହଜାରକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର…