Tag: Sambalpur

ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ଭିସୁଟ୍ ଛାତ୍ରଙ୍କ ମୃତଦେହ

ସମ୍ବଲପୁର ବୁର୍ଲା ଭିସୁଟ୍ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ପଢୁଥିବା ଛାତ୍ରଙ୍କ ମୃତଦେହ। ତେବେ ମୃତ ଛାତ୍ର ଜଣକ ବୁର୍ଲା ଭିସୁଟର ମେକାନିକାଲ ଇଂଜିନିୟରିଂର ଶେଷ ବର୍ଷର…

ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍‌

ସମ୍ବଲପୁରରେ ଖୋଲିବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍ । ଖୁବଶୀଘ୍ର ଏହା ଆରମ୍ଭ ହେବ । ଏହି ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନସିଂହଦେଓ । ଓୟୁଏଟିର ୬୪ତମ ପ୍ରତିଷ୍ଠା ଦିବସ ଅବସରରେ ଯୋଗ ଦେଇ ସେ ଉପ ମୁଖ୍ୟମନ୍ତ୍ରୀ…

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ଏନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ…

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ,…

ଭିସୁଟ୍ ଛାତ୍ରଛାତ୍ରୀଙ୍କ ପାଇଁ ଜାରି ହେଲା ଡ୍ରେସ୍‌ କୋଡ୍; ଛାତ୍ରୀଙ୍କୁ ଦୁପଟା ମନା

ଭିସୁଟରେ ଲାଗୁ ହେଲା ୟୁନିଫର୍ମ ବା ଡ୍ରେସ କୋଡ୍ । ୨୦୨୫-୨୬ ଶିକ୍ଷାବର୍ଷରେ ଆଡମିଶନ କରିଥିବା ପ୍ରଥମ ବର୍ଷ ପିଲାଙ୍କ ପାଇଁ ଡ୍ରେସ୍‌ କୋଡ୍ ଜାରି ହୋଇଛି । ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ହୋଇଛି ।…

ସମ୍ୱଲପୁରରେ ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ

ବାଲେଶ୍ୱର ପରେ ଏବେ ସମ୍ୱଲପୁରରେ ଦେଖିବାକୁ ମିଳିଛି ଛାତ୍ରୀ ନିର୍ଯ୍ଯାତନା ମାମଲା । ସମ୍ବଲପୁର ଜିଏମ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯ୍ଯାତନା ଓ ଅସଦାଚରଣ ମାମଲାରେ ଆସିଷ୍ଟାଣ୍ଟ ପ୍ରଫେସର ଗିରଫ । ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା ଗିରଫ ।…

କାର୍‌ ଭିତରୁ ମିଳିଲା ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା

ଅବକାରୀ ଟିମ୍ ହାତରେ ଗଞ୍ଜେଇ ବଦଳରେ ଲାଗିଛି ବିପୁଳ ପରିମାଣରେ ରୁପା ଇଟା । କାର୍‌ ଭିତରୁ ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା ଜବତ । ସମ୍ବଲପୁର ଅବକାରୀ ଟିମ୍ ରେଙ୍ଗାଲି ତହସିଲ ଅଫିସ୍‌ ଛକ ନିକଟରେ ଏକ କାରରୁ…

ଖୋଲିଲା ହୀରାକୁଦ ଡ୍ୟାମ୍ ଗେଟ୍

ଖୋଲିଲା ହୀରାକୁଦ ଡ୍ୟାମ୍ ଗେଟ୍ । ହୀରାକୁଦରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଆଜି ଦିନ ୧୦ଟା ୨୧ ମିନିଟ୍ ସମୟରୁ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି । ପୂଜାର୍ଚ୍ଚନା ପରେ ପ୍ରଥମେ ୭…

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଜୁଲାଇ ୬ ତାରିଖ ଦିନ…

ଧାନ କିଣାକୁ ନେଇ ଆଉ ହେବ ନାହିଁ ସମସ୍ୟା: ଯୋଗାଣ ମନ୍ତ୍ରୀ

ଧାନ ବିକ୍ରିରେ ଚାଷୀମାନଙ୍କର କିଛି ସମସ୍ୟା ରହିବନି କି ଟୋକନ ସମସ୍ୟା ରହିବନି । ଟାର୍ଗେଟ ସମସ୍ୟାର ଇତି ମଧ୍ୟରେ ସମାଧାନ ହୋଇ ସାରିଛି ବୋଲି କହିଛନ୍ତି ରାଜ୍ୟ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…