Tag: Sambalpur

ସମ୍ବଲପୁର ଥଇଥାନ କେନ୍ଦ୍ରରେ ନିର୍ଯାତନା; ସଂପାଦକଙ୍କୁ ଗିରଫ ନିର୍ଦ୍ଦେଶ

ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ନେତାଜୀ କଲୋନୀରେ ଥିବା ସ୍ୱେଚ୍ଛାସେବୀ ସଂସ୍ଥା ସମର୍ଥ ଦ୍ୱାରା ପରିଚାଳିତ ମାନସିକ ଦିବ୍ୟାଙ୍ଗଙ୍କ ପାଇଁ ଥିବା ଥଇଥାନ କେନ୍ଦ୍ରର ଅନ୍ତେବାସୀଙ୍କୁ ମାତ୍ରାଧିକ ମାନସିକ ଓ ଶାରୀରିକ ନିର୍ଯାତନା ଅଭିଯୋଗ ହୋଇଛି । ଏହି ଘଟଣାରେ ସଂପୃକ୍ତ…

ସମ୍ବଲପୁରରେ ୨ ବିଜେପି କର୍ମୀ ମୃତ; ଦୁର୍ଘଟଣା ନା ହତ୍ୟା ନେଇ ଉଠିଲା ପ୍ରଶ୍ନ

କାର୍‌-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ଭୁବନେଶ୍ୱରରୁ ଘରକୁ ଫେରୁଥିବାବେଳେ କାରକୁ ଧକ୍କା ଦେଇଥିଲା ହାଇୱା । ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଦୁର୍ଘଟଣା ଘଟି ବିଜେପି ଗୋଶାଳା ମଣ୍ଡଳ ସଭାପତିଙ୍କ ସହ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ…

ସମ୍ବଲପୁର ମଣପୁରମ୍ ଗୋଲ୍ଡ ଲୋନ ଅଫିସରେ ଲୁଟ୍

ସମ୍ବଲପୁର ମଣପୁରମ୍ ଗୋଲ୍ଡ ଲୋନ ଅଫିସରେ ଲୁଟ୍ । ସମ୍ବଲପୁର ଜିଲ୍ଲା ଅଇଁଣ୍ଠାପାଲି ଥାନା ଅନ୍ତର୍ଗତ ବୁଢ଼ାରାଜା ବଜାରରେ ଥିବା ମଣପୁରମ୍ ଗୋଲ୍ଡ ଲୋନ୍ କାର୍ଯ୍ୟାଳୟରୁ ଡକାୟତି ହୋଇଥିବା ସୂଚନା ମିଳିଛି । ୧୦ ଜଣ ସଶସ୍ତ୍ର ଲୁଟେରା ଆତଙ୍କ ମଚାଇ…

୨୮ରେ ସମ୍ବଲପୁର ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ଏହାପରେ ତିନି ଚାରୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ…

କର୍ମଚାରୀଙ୍କ ତ୍ରୁଟି ଯୋଗୁଁ ହେଲା ୩ଟି ହାତୀଙ୍କ ମୃତ୍ୟୁ!

ବିଦ୍ୟୁତ ତାର ନେଲା ଏକାଥରରେ ୩ ହାତୀଙ୍କ ଜୀବନ । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ଟି ହାତୀଙ୍କ ମୃତ୍ୟୁ ହୋଇଛି । ସେଥିରେ ୨ଟି…

ଜିଲ୍ଲା ପରିଷଦଙ୍କୁ ଦୁର୍ବ୍ୟବହାର ଘଟଣା: ଅମିନ ସସ୍‌ପେଣ୍ଡ

ରେଢାଖୋଲରେ ଜିଲ୍ଲାପରିଷଦ ସଭ୍ୟଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣି ନାୟକଙ୍କ ଦୁର୍ବ୍ୟବହାର ଘଟଣାରେ ଅମିନଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ।ସମ୍ବଲପୁର ଜିଲ୍ଲାପାଳ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଏହି ନେଇଛନ୍ତି । ଅମିନ କୁଳମଣି ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିବାବେଳେ ତହସିଲଦାର…

ବିଜେପି ଜିଲ୍ଲାପରିଷଦ ସଦସ୍ୟଙ୍କୁ ଦୁର୍ବ୍ୟବହାର ଘଟଣା: ୨୪ ଘଣ୍ଟାରେ ତଦନ୍ତ ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଜୋନ୍‌-୨ର ବିଜେପି ଜିଲ୍ଲା ପରିଷଦ ସଦସ୍ୟ ଶରତ ପ୍ରଧାନଙ୍କୁ ଦୁର୍ବ୍ୟବହାର ଅଭିଯୋଗ ଘଟଣାରେ ଗୁରୁତ୍ଵ ସହ ନେଇଛନ୍ତି ରାଜ୍ୟସରକାର । ଏହି ଘଟଣାର ତଦନ୍ତ ରିପୋର୍ଟ ୨୪ ଘଣ୍ଟାରେ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଝଟକା; ବିଜେଡି ଛାଡ଼ି ବିଜେପିରେ ମିଶିଲେ ୧୮ ସରପଞ୍ଚ ଓ ନାଏବ ସରପଞ୍ଚ

ସମ୍ବଲପୂର ଜିଲ୍ଲାର ବିଜଦ ଗଡ଼ ଭାବେ ପରିଚିତ ଥିଲା ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ । ୨୦୦୦ ମସିହାରୁ ଏଠାରେ ଲଗାତାର ଭାବେ ବିଜଦ ଜିତି ଆସୁଛି। ରୋହିତ ପୂଜାରୀ ଏଠାରେ ଦୁଇ ଥର ଜିତିଥିଲେ। ଗତ ନିର୍ବାଚନରେ ଏଠାରେ ରୋହିତଙ୍କୁ ବଦଳରେ…

ମା’ ସମଲେଇଙ୍କ ପୀଠରେ କାମ ନକରି ପୋଷ୍ଟର ଲଗାଇ ବାହାବା ନେବାକୁ ଚେଷ୍ଟା କରୁଛି ବିଜେପି: ବିଜେଡି

ରାଜ୍ୟରେ ଥିବା ବିଜେପି ସରକାର ଏକ କପି ପେଷ୍ଟ ସରକାର ଓ କେବଳ ନବୀନ ସରକାରଙ୍କ ଅମଳରେ ହୋଇଥିବା କାର୍ଯ୍ୟକୁ ବା ଯୋଜନାଗୁଡିକୁ ନାମ ଓ ରଙ୍ଗ ପରିବର୍ତ୍ତନ କରି ଚଳାଉଛନ୍ତି ବୋଲି ବିଜେଡି ତରଫରୁ ଅଭିଯୋଗ କରାଯାଉଛି। ବିଜୁ ଜନତା…

ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ନୂଆଁଖାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଁ ଖାଇଲେ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରି ଚାଷୀଙ୍କ ଉନ୍ନତି କାମନା କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ…