ତାଜା ଖବର ରାଜ୍ୟ Samvidhan Gaurav Diwas: ସମ୍ବିଧାନ ଗୌରବ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ; ସମ୍ବିଧାନର ମୂଲ୍ୟବୋଧ ଓ ଗଣତାନ୍ତ୍ରିକ ଅନୁଷ୍ଠାନର ସୁରକ୍ଷା ସର୍ବୋଚ୍ଚ କର୍ତ୍ତବ୍ୟ November 26, 2026 Papirani ସମ୍ବିଧାନ ଗୌରବ ଦିବସ ଅବସରରେ ଆଜି ସ୍ଥାନୀୟ ରେଳ ପ୍ରେକ୍ଷାଳୟ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭାରତୀୟ ସମ୍ବିଧାନର ମୂଲ୍ୟବୋଧକୁ ଅକ୍ଷୁଣ୍ଣ ରଖିବା ଏବଂ ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକର ବିଶ୍ୱସନୀୟତା ବଜାୟ ରଖିବା ପ୍ରତ୍ୟେକ…