Tag: Sand Mafia

Sand Mafia Attack: ରାଜନଗର ଅତିରିକ୍ତ ତହସିଲଦାରଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ରାଜନଗର ଅତିରିକ୍ତ ତହସିଲଦାରଙ୍କୁ ବାଲି ମାଫିଆଙ୍କ ଆକ୍ରମଣ । ବାଲି ଚୋରା ଚାଲାଣ ବେଳେ ଚଢ଼ଉ କରିବାକୁ ଯାଇଥିବାବେଳେ ରାଜନଗର ଅତିରିକ୍ତ ତହସିଲଦାର ଆକ୍ରମଣର ଶିକାର ହୋଇଛନ୍ତି । ଏହାପରେ ସମ୍ପୃକ୍ତ ବାଲି ମାଫିଆଙ୍କୁ ପୋଲିସ ଗିରଫ କରିଛି ।

Illegal Sand Mafia in Odisha: ରାଜ୍ୟରେ ବଢିଚାଲିଛି ବାଲି ମାଫିଆଙ୍କ ଆତଙ୍କରାଜ: ବିଜେଡି

ରାଜ୍ୟରେ ଦିନକୁ ଦିନ ବାଲି ଚୋରା ଚାଲାଣ ବଢିବାରେ ଲାଗିଛି । କେଉଁଠି ତହସିଲଦାରଙ୍କୁ ଆକ୍ରମଣ ହେଲାଣି ତ କେଉଁଠି କର୍ତ୍ତବ୍ୟରତ ପୋଲିସ ଅଫିସରଙ୍କୁ ଗାଡି ଚଢାଇ ଜୀବନରୁ ମାରିଦେଲେଣି । ରାଜ୍ୟରେ ବାଲି ଚୋରା ଚାଲାଣର କାୟା ଦିନକୁ ଦିନ…

Sand Mafia Assaults Woman RI: ଆରଆଇଙ୍କୁ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ

ଦିନକୁ ଦିନ ବାଲି ମାଫିଆଙ୍କ ବର୍ବରତା ବଢ଼ିବାରେ ଲାଗିଛି । ସୁବର୍ଣ୍ଣରେଖା ନଦୀରୁ ବେଆଇନ ବାଲି ଉତ୍ତୋଳନ ବିରୋଧରେ ଚଢାଉ ସମୟରେ ଜଣେ ରାଜସ୍ୱ ନିରୀକ୍ଷକଙ୍କୁ ବାଲି ମାଫିଆଙ୍କ ସଦସ୍ୟମାନେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ…

Sand Smuggling In Odisha: ବାଲି ଚୋରା ଚାଲାଣ ଅଭିଯୋଗରେ ଜୁନିଅର ମାଇନିଙ୍ଗ ଅଫିସର ନିଲମ୍ବିତ

ବାଲି ଚୋରା ଚାଲାଣରେ ସମ୍ପୃକ୍ତ ଅଭିଯୋଗରେ ଆସିକା ଜୁନିଅର ମାଇନିଙ୍ଗ ଅଫିସର ପ୍ରବୀଣ କୁମାର ରଥଙ୍କୁ ନିଲମ୍ବନ କରାଯାଇଛି । ରାଜ୍ୟ ସରକାରଙ୍କ ଇସ୍ପାତ ଏବଂ ଖଣି ବିଭାଗର ନିର୍ଦ୍ଦେଶ ଅନୁଯାୟୀ, ନିଲମ୍ବନ ଅବଧି ମଧ୍ୟରେ, ପ୍ରବୀଣ କୁମାର ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ…

Sand Mafia: ମୟୂରଭଞ୍ଜରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ

ମୟୂରଭଞ୍ଜ ଜିଲ୍ଲା ବେତନଟୀ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ । ଦୁର୍ବୃତ୍ତଙ୍କ ଆକ୍ରମଣରେ ତହସିଲଦାରଙ୍କ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ବେତନଟୀ ତହସିଲଦାର ଚନ୍ଦ୍ରଜିତ ବେହେରାଙ୍କ ସମେତ ଅନ୍ୟ ଚାରି ଜଣ ସରକାରୀ କର୍ମଚାରୀ ଆହତ ହୋଇଥିବା ସୂଚନା…

ଚୋରା ବାଲି ମାଫିଆଙ୍କ ବିରୋଧରେ ଓଡିଶା ପୋଲିସର କଡା କାର୍ଯ୍ୟାନୁଷ୍ଠାନ

ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି ।…