ତାଜା ଖବର ରାଜ୍ୟ ବେଆଇନ ବାଲି ଚାଲାଣ ବେଳେ ଚଢାଉ; ୧୯ଟି ବାଲି ଟ୍ରକ ଜବତ March 2, 2025 Papirani ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳରେ ବଡ଼ ଧରଣର ଚଢ଼ାଉ । ୧୬ନଂ ଜାତୀୟ ରାଜପଥ ତଳନଗର ଓଭରବ୍ରିଜ ନିକଟ ଓଡ଼ିଶା ହୋଟେଲ ସମ୍ମୁଖରୁ ୧୯ଟି ବାଲି ବୋଝେଇ ହାଇୱା ଜବତ କରାଯାଇଛି। ବାଲି ଗାଡି ଗୁଡିକ ଭଦ୍ରକରୁ ବାଲେଶ୍ୱର ଅଭିମୁଖେ ଯାଉଥିବା…